ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ ହାଇକୋର୍ଟଙ୍କ ରାୟ ଉପରେ ସୁପ୍ରିମକୋର୍ଟଙ୍କ ରୋକ
ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ-୨୦୨୦ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି । ଓଡ଼ିଶା ହାଇକୋର୍ଟଙ୍କ ରାୟ ଉପରେ ରହିତାଦେଶ ଜାରି କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ । ସୁପ୍ରିମ କୋର୍ଟ ପକ୍ଷରୁ ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ ଉପରେ ୩ ମାସ ପାଇଁ ରହିତାଦେଶ ଲଗାଯାଇଛି। ଏହାସହିତ ଓଡ଼ିଶା…