ସରକାର ସାହା ହୁଅନ୍ତୁ , ଗୁହାରି କଲେ ମାଆ ଏବଂ ଝିଅ
କଟକ ଜିଲ୍ଲାର ନିଶ୍ଚିନ୍ତକୋଇଲି ବ୍ଲକ ମଣିଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ଓଡ଼ଖଣ୍ଡ ଗାଁର ଜିତୁନ କୁମାର ଦାସ ଗତ ୨ବର୍ଷ ହେବ କିଡିନି ରୋଗରେ ପୀଡ଼ିତ ହୋଇ ଚିକତ୍ସାଧୀନ ଥିଲେ।ବର୍ତ୍ତମାନ ତାଙ୍କର ଦୁଇଟି କିଡିନି ଖରାପ ହୋଇଯାଇଛି।ସେ ଏବେ ଆପୋଲୋ ହସ୍ପିଟାଲ ରେ ଚିକିତ୍ସା ଧୀନ ଅଛନ୍ତି।କିନ୍ତୁ ଅର୍ଥ ସାଜିଛି…