ଜାତୀୟ ପଞ୍ଚାୟତିରାଜ ଦିବସରେ ଜମ୍ମୁରେ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତା
ଆଜି ଜାମ୍ମୁ କାଶ୍ମୀର ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଜାମ୍ମୁ କାଶ୍ମୀରରୁ ଧାରା ୩୭୦ ହଟିବା ଏବଂ ରାଜ୍ୟ ମାନ୍ୟତା ହରାଇବା ପରେ ଏହା ହେଉଛି ମୋଦିଙ୍କ ପ୍ରଥମ ଗସ୍ତ | ଜାତୀୟ ପଞ୍ଚାୟତିରାଜ ଦିବସ ଉପଲକ୍ଷେ ମୋଦୀ ଜାମ୍ମୁ କାଶ୍ମୀରର ପାଲ୍ଲି ପଞ୍ଚାୟତରୁ ଦେଶବ୍ୟାପୀ ପଞ୍ଚାୟତଗୁଡ଼ିକୁ…