ଖୋର୍ଦ୍ଧା ଗସ୍ତରେ ମୁଖ୍ୟମନ୍ତ୍ରୀ: କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରର କରିବେ ଉଦଘାଟନ
ଖୋର୍ଦ୍ଧା(ଏନଏନଏସ୍): ଆଜି ଖୋର୍ଦ୍ଧା ଗସ୍ତରେ ଯାଇ କୃତ୍ରିମ ଅଙ୍ଗ ପ୍ରତ୍ୟଙ୍ଗ ଉତ୍ପାଦନ ଗବେଷଣା କେନ୍ଦ୍ରର ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସୂଚନା ଅନୁସାରେ ୧୯୪୧ମସିହାରେ ...